ଅନ୍ତର୍ଜାତୀୟ ନର୍ସ ଦିବସରେ ରାଜ୍ୟବାସୀଙ୍କ ପାଇଁ ଏକ ଖୁସି ଖବର ଆସିଛି । ରାଜ୍ୟର ୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସମସ୍ତେ ଯାଜପୁର ଜିଲ୍ଲାର ବୋଲି ଜଣାଯାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି ।

_________________________
ଦଶମ ଶ୍ରେଣର ଗଣିତ ଅନୁଶୀଳନି 1b ପାଈଁ

ଏଠି କ୍ଲିକ୍ କରନ୍ତୁ👉 https://youtu.be/M5VPdLVBab